ସୃଷ୍ଟି ହେଲା ଲଘୁଚାପ, ଆସନ୍ତାକାଲି ଭୀଷଣ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ସୃଷ୍ଟି ହେଲା ଲଘୁଚାପ । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ଛି। ଏହା ପ୍ରଭାବରେ ୧୨ ତାରିଖ ପର୍ଯ୍ୟନ୍ତ ଭୀଷଣ ବର୍ଷା ସହ ଖୁବ ଜୋର ବେଗରେ ପବନ ବହିବା ସମ୍ଭାବନା ରହିଛି।
ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ବବର୍ତ୍ତୀ…