Browsing Tag

orange warning

ଏପ୍ରିଲରେ ଢାଳିବ, ମେ’ରେ ଜାଳିବ: ଆଜି ବିଜୁଳି ଘଡ଼ଘଡ଼ି ପାଇଁ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ…

ଭୁବନେଶ୍ୱର: ଏପ୍ରିଲରେ ଢାଳିବ, ମେ'ରେ ଜାଳିବ । ଆଜି ବିଜୁଳି ଘଡ଼ଘଡ଼ି ପାଇଁ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ଝଟକା ବର୍ଷା ପବନ ସହ କୁଆ ପଥର ବର୍ଷାହେବାର ସମ୍ଭାବନା ରହିଛି । ଏଥିସହ ବିଜୁଳି ଘଡ଼ଘଡ଼ି ପାଇଁ ୧୨ ଜିଲ୍ଲାକୁ ୟେଲୋ…

୪ଦିନ କାଳବୈଶାଖୀ ଆଶଙ୍କା, ଆଜି ବିଜୁଳି ଘଡ଼ଘଡ଼ି ପାଇଁ ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର: ୪ଦିନ କାଳବୈଶାଖୀ ଆଶଙ୍କା । ଆଜି ବିଜୁଳି ଘଡ଼ଘଡ଼ି ପାଇଁ ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ । ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ଝଟକା ବର୍ଷା ପବନ ସହ କୁଆ ପଥର ବର୍ଷାହେବାର ସମ୍ଭାବନା ରହିଛି । ଏଥିସହ ବିଜୁଳି…

ତାଣ୍ଡବ କରିବ କାଳବୈଶାଖୀ, ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର: ତାଣ୍ଡବ କରିବ କାଳବୈଶାଖୀ । ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ। ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ଝଡ଼ବର୍ଷା ହେବ । ଏହା ସହ ୫୦ ରୁ ୬୦ କିଲୋମିଟର ବେଗରେ ପବନ ହବିବା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାକୁ ଆଜି ପାଇଁ ଅରେଞ୍ଜ…

୫ଦିନ କାଳବୈଶାଖୀ ଆଶଙ୍କା, କାଲି ପାଇଁ କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର: ୫ଦିନ କାଳବୈଶାଖୀ ଆଶଙ୍କା । ଆସନ୍ତା ୨୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । କାଲି ପାଇଁ କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । କୁଆପଥର ମାଡ଼ର ସମ୍ଭାବନା…

ଆଜିଠୁ ୩ ଦିନ ପ୍ରବଳ ବର୍ଷା, ୩୦ ରୁ ୪୦କିମି ବେଗରେ ବହିପାରେ ପବନ

ଭୁବନେଶ୍ବର: କମିବ ତାପମାତ୍ରା । ଘୂର୍ଣ୍ଣିବଳୟ ପ୍ରଭାବରେ କାଲି ଯାଏ ବର୍ଷା ସମ୍ଭାବନା । ଓଡିଶା ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ହେବ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତାକାଲି ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଆଜି ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ…

ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର, ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଗାମୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଏହା ଓଡ଼ିଶା ମଧ୍ୟ ଦେଇ ଗତିକରିବାର ସମ୍ଭାବନା ରହିଛି । ଆଜି ପ୍ରବଳରୁ…

ଆହୁରି ୨୪ ଘଣ୍ଟା ବର୍ଷିବ: ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼କୁ ୟେଲୋ ଚେତାବନୀ

ଭୁବନେଶ୍ଵର :  ରାଜ୍ୟରେ ଲଗାଣ ବର୍ଷା ଜାରି । ଓଡ଼ିଶା ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଦକ୍ଷିଣ ବାଂଲାଦେଶ ଏବଂ ସଂଲଗ୍ନବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ବିଶେଷକରି…

ଆଜି ସୃଷ୍ଟି ହେବ ଲଘୁଚାପ, ଅତିପ୍ରବଳ ବର୍ଷା ନେଇ ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆସୁଛି ବଡ ବର୍ଷା । ଆଜି ସୃଷ୍ଟି ହେବ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ଓ ସଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆଜି ଏହା ଲଘୁଚାପର ରୂପ ନେବ। ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ । ଅତିପ୍ରବଳ ବର୍ଷା ନେଇ ଆଜି ୪ ଜିଲ୍ଲାକୁ ଅରେଞ୍ଜ…

ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷା, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷା । ୭ ତାରିଖ ଯାଏଁ ଲାଗି ରହିବ ବର୍ଷା । ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତିନି ଦିନ ଯାଏ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ବର ସମେତ…

ଆହୁରି ୩ରୁ ୪ଦିନ ବର୍ଷା, ୨୪ ଘଣ୍ଟା ପାଇଁ ୪ଜିଲ୍ଲା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜ୍ୟରେ ଜାରି ରହିବ ବର୍ଷା । ଆହୁରି ୩ରୁ ୪ଦିନ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉତ୍ତର ଓଡିଶା ସଂଲଗ୍ନବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ। ଗୋଟିଏ…

ଆଗାମୀ ୨୪ ଘଣ୍ଟାରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର :  ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷା ଜାରି ।  ୪ ତାରିଖ ଯାଏ ପ୍ରବଳ ବର୍ଷିବ। ପଶ୍ଚିମବଙ୍ଗ ପାଖାପାଖି ଥିବା ଲଘୁଚାପ କ୍ଷେତ୍ର କାଲି ସୁଦ୍ଧା ଉତ୍ତର ଓଡ଼ିଶା ଦେଇ ଝାଡ଼ଖଣ୍ଡକୁ ଗତି କରିବ ।  ଆଗାମୀ ୨୪ ଘଣ୍ଟାରେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ।…

ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ଜାରି, ଆଜି ୪ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଆହୁରି ୫ ଦିନ ବର୍ଷିବ ।  ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଜାରି ରହିଛି ।  ଗତକାଲି ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ ଉତ୍ତରପଶ୍ଚିମଦିଗରେ ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ…