Browsing Tag

orange warning

ବାଲିଗୁଡା:ବୁଡ଼ାଗୁଡ଼ା ଜଙ୍ଗଲ ମାଟି ତଳୁ ଉଦ୍ଧାର ନରକଙ୍କାଳର ମିଳିଲା ପରିଚୟ,ନିଜ ଶଳା ଓ ପିଉସା କରିଥିଲେ ହତ୍ୟା

ବାଲିଗୁଡା(କେନ୍ୟୁଜ୍):   ବାଲିଗୁଡା ରେବୀଙ୍ଗିଆ ନିକଟସ୍ଥ ବୁଡ଼ାଗୁଡ଼ା ଜଙ୍ଗଲ ମାଟି ତଳୁ ଉଦ୍ଧାର ନରକଙ୍କାଳର ମିଳିଲା ପରିଚୟ । ମୃତକ ହେଲେ କୁଟିଗୁଡା ଗାଁ ର ଟିକୁନୁ ଗୌଡ଼ । ଜମିଜମା ବିବାଦକୁ ନେଇ ନିଜ ଶଳା ଓ ପିଉସା ଟିକୁନୁଙ୍କୁ ହତ୍ୟା କରିବା ପରେ ମାଟି ତଳେ ପୋତି ଦେଇଥିବା ପୋଲିସ ନିକଟରେ…

ଅକ୍ଟୋବର ଆରମ୍ଭରେ ଓଡ଼ିଶା ଉପକୂଳରେ ଲଘୁଚାପ ବଳୟ,ଆସନ୍ତାକାଲି ଯାଏଁ ୫ ଜିଲ୍ଲକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ): ଅକ୍ଟୋବର ଆରମ୍ଭରେ ଓଡ଼ିଶା ଉପକୂଳରେ ଲଘୁଚାପ ବଳୟ । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି । ପ୍ରଭାବରେ ରାଜ୍ୟରେ ଜାରି ରହିିଛି ବର୍ଷା । ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ହେଉଛି । ପାଣିପାଗ ବିଭାଗ ଆସନ୍ତାକାଲି ଯାଏଁ ୫…

ପୁଣି ବର୍ଷା ବିତ୍ପାତ ସତର୍କତା, ୫ ଜିଲ୍ଲାକୁ ରେଡ ଓ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

କେନ୍ୟୁଜ୍(ବ୍ୟୁରୋ):  ୫ ଜିଲ୍ଲାକୁ ରେଡ ଓ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ।ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କିଛି ଘଣ୍ଟାରେ ଅବପାତର ରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ବିତ୍ପାତ ଲାଗି ରହିବ।  ଉତ୍ତର ଉପକୂଳ ଓଡ଼ିଶା ଓ…

ଆଗାମୀ ୨୪ ଘଣ୍ଟା ପାଇଁ ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ ଧୀରେ ଧୀରେ ଭୟଙ୍କର ରୂପ ନେବାରେ ଲାଗିଛି । ଏହାର ପ୍ରଭାବରେ ଆଗାମୀ ତିନି ଦିନ ପର୍ଯ୍ୟନ୍ତ ଲାଗି  ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ଲାଗି ରହିବ । ଏନେଇ ଆଗାମୀ ୨୪ ଘଣ୍ଟା ପାଇଁ ମାଲକାନଗିରି ଓ କୋରାପୁଟ…

ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ! ୧୩ଟି ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ…

ଭୁବନେଶ୍ବର: ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏଥିପାଇଁ ୧୩ଟି ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ଗଜପତି, ଗଞ୍ଜାମ, କୋରାପୁଟ,…

ପଶ୍ଚିମବଙ୍ଗ-ଓଡ଼ିଶା ସୀମାନ୍ତ ଅ଼ଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା, ୧୦ଟି…

ଭୁବନେଶ୍ବର(କେନ୍ୟୁଜ୍): ପଶ୍ଚିମବଙ୍ଗ-ଓଡ଼ିଶା ସୀମାନ୍ତ ଅ଼ଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଆସନ୍ତା ଦୁଇ ଦିନ ଧରି ଅଧିକାଂଶ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର…