ରସାୟନମୁକ୍ତ ହେବ ଅବଢ଼ା, ଏଣିକି ଆନନ୍ଦବଜାରରେ ମିଳିବ ଜୈବିକ ଅନ୍ନରୁ ପ୍ରସ୍ତୁତ ମହାପ୍ରସାଦ
ପୁରୀ : ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି । ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି । ଶ୍ରୀମନ୍ଦିରର ମହାପ୍ରସାଦରେ ଜୈବିକ ଚାଉଳ ଏବଂ ପନିପରିବାର ବ୍ୟବହାର ନିଷ୍ପତ୍ତିକୁ…