Browsing Tag

organic rice offered

ମହାପ୍ରଭୁଙ୍କୁ ଲାଗି ହେଲା ଜୈବିକ ଚାଉଳରେ ପ୍ରସ୍ତୁତ ‘ଅମୃତ ଅନ୍ନ’, ସେବନ କଲେ ସେବକ ଓ ଅଧିକାରୀ

ପୁରୀ :  ମହାପ୍ରଭୁଙ୍କୁ ଲାଗି ହେଲା ଜୈବିକ ଚାଉଳରେ ପ୍ରସ୍ତୁତ କୋଠଭୋଗ ।  ମଧ୍ୟାହ୍ନ ଧୂପରେ ଭୋଗ ଲାଗିଲା ଅମୃତ ଅନ୍ନ ।  ପାଞ୍ଚ ପ୍ରକାର ଜୈବିକ ଚାଉଳରେ ପ୍ରସ୍ତୁତ ହୋଇଥିଲା ଅନ୍ନ । ସେଥି ମଧ୍ୟରୁ ଗୋବିନ୍ଦ ଭୋଗ ଚାଉଳ ଓ ଝିଲ୍ଲୀ ଚାଉଳକୁ କୋଠଭୋଗରେ ବ୍ୟବହୃତ କରିବା ପାଇଁ ମୋହର ମାରିଛି…