ଡିସେମ୍ବର ୧୫ରେ ‘ଓସା’ ପକ୍ଷରୁ ଭୁବନେଶ୍ୱରରେ ହେବ ‘ଓଡ଼ିଶା ସର୍ବସାଧାରଣ ପାଠାଗାର ସମ୍ମିଳନୀ-୨୦୨୪’
ଭୁବନେଶ୍ୱର: ଆମେରିକାରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କ ସଙ୍ଗଠନ ‘ଓଡ଼ିଶା ସୋସାଇଟି ଅଫ୍ ଦ ଆମେରିକାସ୍’ (ଓସା) ପକ୍ଷରୁ ଡିସେମ୍ବର ୧୫ ତାରିଖ, ରବିବାର ଦିନ ଭୁବନେଶ୍ୱରରେ ଓଡ଼ିଶା ସର୍ବସାଧାରଣ ପାଠାଗାର ସମ୍ମିଳନୀ-୨୦୨୪ ଅନୁଷ୍ଠିତ ହେବାକୁ ଯାଉଛି। ଭଞ୍ଜକଳା ମଣ୍ଡପଠାରେ ସକାଳ ୧୦ଟାରୁ ଏହି…