Browsing Tag

osa lagi niti

ରଥଯାତ୍ରା ଲାଗି ଚଳଚଞ୍ଚଳ ରଥ ଖଳା, ଆଜି ଓଷ ଲାଗି ପରେ ଜ୍ୱରରୁ ଉପଶମ ପାଇବେ ଶ୍ରୀଜୀଉ

ପୁରୀ: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଲାଗି ଚଳଚଞ୍ଚଳ ରଥ ଖଳା । ଆଗେଇ ଚାଲିଛି ତିନି ରଥର ନିର୍ମାଣ କାର୍ଯ୍ୟ l ତିନି ରଥର ଭୂଇଁରେ ପଡ଼ିଲା କଇଞ୍ଚି ଓ ଅନ୍ଧାରୀ ତାଗ । ସାମଗ୍ରିକ ଭାବେ ତିନି ରଥର ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି । ତିନିରଥର ମହାରଣା ସେବକ ଏବଂ ଭୋଇ ସେବକଙ୍କ ମିଳିତ ସହଯୋଗରେ…

ଆଜିଠୁ ଶ୍ରୀଜିଉଙ୍କୁ ଓଷ ଲାଗି, ଫୁଲୁରୀ ତେଲ ଲାଗି ପରେ ସାମାନ୍ୟ ସୁସ୍ଥ ହେଉଛନ୍ତି ମହାପ୍ରଭୁ

ପୁରୀ : ଜ୍ବରରେ କମ୍ପୁଛନ୍ତି ଶ୍ରୀଜିଉ । ଅଣସର ଘରେ ଚାଲିଛି ମହାପ୍ରଭୁଙ୍କ ଉପଚାର । ଗତକାଲି ଫୁଲୁରୀ ତେଲ ଲାଗି ପରେ ସାମାନ୍ୟ ସୁସ୍ଥ ହେଉଛନ୍ତି ମହାପ୍ରଭୁ । ଆଜିଠୁ ନବମୀ ତିଥି ପର୍ଯ୍ୟନ୍ତ ଓଷ ଲାଗି ହେବାର ଵିଧି ରହିଛି । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଏବେ ଜ୍ୱରରେ ପୀଡିତ…

ସୁସ୍ଥ ହେଉଛନ୍ତି ଶ୍ରୀବିଗ୍ରହ: ଜ୍ୱରରେ ପୀଡ଼ିତ ଶ୍ରୀଜିଉଙ୍କ ଶ୍ରୀଅଙ୍ଗରେ ଆଜି ଲାଗି ହେବ ଓଷ

ପୁରୀ (କେନ୍ୟୁଜ): ଧୀରେ ଧୀରେ ସୁସ୍ଥ ହେଉଛନ୍ତି ମହାପ୍ରଭୁ । ଆଜି ଅନବସର ଷଷ୍ଠୀ ତିଥିରେ ସୁଦୁ ସୁଆରଙ୍କ ଘରୁ ଆସିଥିବା ଓଷ ଲାଗି କରାଯିବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ବେହରଣ ଦ୍ୱାର ଦେଇ ଦଇତାପତି ପ୍ରବେଶ କରି ଓଷ ଲାଗି କରିବେ । ଏହା ଆସନ୍ତା ୩ ଦିନ ଧରି ଚାଲିବ।…