ପ୍ରୀତିସ୍ମିତା ଭୋଇ ଓ କାଳୁ ଚରଣ ଚୌଧୁରୀ ପାଇବେ ‘ଓସ୍ଜା’ ପୁରସ୍କାର
ଭୁବନେଶ୍ୱର : ପ୍ରତିଭାସମ୍ପନ୍ନ ଯୁବ ଭାରୋତ୍ତୋଳିକା ପ୍ରୀତିସ୍ମିତା ଭୋଇ ଏବଂ ମହାନ ହକି ପ୍ରଶିକ୍ଷକ କାଳୁଚରଣ ଚୌଧୁରୀଙ୍କୁ ମିଳିବ ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓସ୍ଜା)ର ବାର୍ଷିକ ପୁରସ୍କାର । ପ୍ରୀତିସ୍ମିତାଙ୍କୁ ୨୦୨୫ ମସିହାର ଶ୍ରେଷ୍ଠ ଓଡ଼ିଶା ଖେଳାଳି ଏବଂ କାଳୁଚରଣ…