Browsing Tag

osja award

ଓସଜାର ବାର୍ଷିକ ପୁରସ୍କାର, ସହିଦ ଜବାରଙ୍କୁ ଲାଇଫ୍ ଟାଇମ ଏବଂ ପ୍ରତ୍ୟାଶା ଶ୍ରେଷ୍ଠ କ୍ରୀଡ଼ାବିତ

ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମ ଟେନିସ କେନ୍ଦ୍ର ସମ୍ମିଳନୀ କକ୍ଷରେ ଆୟୋଜିତ ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓସଜା)ର ବାର୍ଷିକ ପୁରସ୍କାର ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅର୍ଜୁନ ପୁରସ୍କାର ବିଜେତା ପୂର୍ବତନ ଆଥଲେଟ୍ ସିନିମୋଲେ ପାଓଲୋସ ନିଜର…

ସ୍ବୟମ୍ସ ମିଶ୍ର ଓ ଅରୁଣ ଦାସ ପାଇବେ ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ ପୁରସ୍କାର

ଭୁବନେଶ୍ବର (କେନ୍ୟୁଜ୍‌): ଓଡ଼ିଶାର ଦ୍ବିତୀୟ ଚେସ୍ ଗ୍ରାଣ୍ଡମାଷ୍ଟର୍ ସ୍ବୟମ୍ସ ମିଶ୍ର ଏବଂ ଖେଳାଳିରୁ ସଫଳ ପ୍ରଶିକ୍ଷକ ପାଲଟିଥିବା ଅରୁଣ ଦାସଙ୍କୁ ଚଳିତ ବର୍ଷର ବାର୍ଷିକ ଓସ୍‌ଜା (ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ) ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି । ସ୍ବୟମ୍ସଙ୍କୁ ୨୦୨୦ ବର୍ଷର ଶ୍ରେଷ୍ଠ…