ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ନିଯୁକ୍ତ ହେଲେ ପ୍ରଫେସର ଅର୍କ କୁମାର ଦାସ, ରାଜ୍ୟପାଳ ଦେଲେ…
କେନ୍ୟୁଜ୍(ବ୍ୟୁରୋ): ପ୍ରଫେସର ଅର୍କ କୁମାର ଦାସ ମହାପାତ୍ର ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି। ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ଏହି ପଦରେ ନିଯୁକ୍ତ କରିଛନ୍ତି। ଆସନ୍ତା ୩ବର୍ଷ…