OSRTC ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜ ଗିରଫ, ୧.୪୭ କୋଟି ଟଙ୍କାର ବ୍ୟାଙ୍କ ଜମା; ୫୦୦ ଗ୍ରାମର ସୁନା ଜବତ
ଭୁବନେଶ୍ୱର : OSRTC ସିଏଓ ବିଜୟ କୁମାର ମଙ୍ଗରାଜ ଗିରଫ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ଗିରଫ କରିଛି । ଓଏସଆରଟିସିର ବିତ୍ତୀୟ ପରାମର୍ଶଦାତା ତଥା ମୁଖ୍ୟ ଆକାଉଣ୍ଟସ ଅଫିସର ବିଜୟ ମଙ୍ଗରାଜଙ୍କ ଘରେ ଗତକାଲି ଚଢ଼ାଉ କରିଥିଲା ଭିଜିଲାନ୍ସ ।
ବିଜୟ କୁମାର…