ପରୀକ୍ଷା ଫି ଛାଡ଼ କଲେ ରାଜ୍ୟ ସରକାର, ଆଶ୍ବସ୍ତି ପାଇବେ ଗରିବ ଛାତ୍ରଛାତ୍ରୀ
ପରୀକ୍ଷା ପରିଚାଳନା ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ପରୀକ୍ଷା ଫି ଛାଡ଼ କଲେ ରାଜ୍ୟ ସରକାର । ଆଶ୍ବସ୍ତି ପାଇବେ ଗରିବ ଛାତ୍ରଛାତ୍ରୀ । ସରକାରଙ୍କ ଅଧିନରେ ନିଯୁକ୍ତି ସଂସ୍ଥା ଦ୍ବାରା ପରିଚାଳିତ ବିଭିନ୍ନ ନିଯୁକ୍ତି ପରୀକ୍ଷା ପାଇଁ ଫି ଛାଡ଼ କରିବାକୁ ନିଷ୍ପତି ନେଇଛନ୍ତି ରାଜ୍ୟ ସରକାର…