ପ୍ରକାଶ ପାଇଲା ଓଷ୍ଟେଟ ପରୀକ୍ଷା ତାରିଖ, ଜାନୁଆରୀ ୧୭ରେ ଆରମ୍ଭ
କଟକ : ଜାନୁଆରୀ ୧୭ରେ ହେବ ଓଷ୍ଟେଟ ପରୀକ୍ଷା । ଓଡିଶା ସେକେଣ୍ଡାରୀ ସ୍କୁଲ ଟିଚର ଇଲିଜିବିଲିଟି ଟେଷ୍ଟ କରୁଛି ମାଧ୍ୟମିକ ଶିକ୍ଷା ପରିଷଦ। ସକାଳ ୧୦ ରୁ ଦିନ ୧୨.୩୦ ପର୍ଯ୍ୟନ୍ତ ହେବ ପ୍ରଥମ ସିଟିଙ୍ଗ ପରୀକ୍ଷା । ସେହିପରି ଅପରାହ୍ନ ୨ ଟାରୁ ୪.୩୦ ପର୍ଯ୍ୟନ୍ତ ହେବ ଦ୍ୱିତୀୟ ସିଟିଙ୍ଗ ପରୀକ୍ଷା…