Browsing Tag

otet exam

OTET 2026 ପାଇଁ ଅନଲାଇନ୍ ଆବେଦନର ଶେଷ ତାରିଖ ବୃଦ୍ଧି, ଏଠାରେ ଚେକ କରନ୍ତୁ

କଟକ: ମାଧ୍ୟମିକ ଶିକ୍ଷା ବୋର୍ଡ (BSE), ଓଡ଼ିଶା ଗୁରୁବାର ଦିନ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) 2026 ପାଇଁ ଅନଲାଇନ୍ ଆବେଦନର ଶେଷ ତାରିଖ ବୃଦ୍ଧି କରିଛି । ତାଙ୍କର ସଦ୍ୟତମ ପ୍ରେସ୍ ବିଜ୍ଞପ୍ତିରେ, ବୋର୍ଡ ଘୋଷଣା କରିଛି ଯେ OTET-2026 ପାଇଁ ଅନଲାଇନ୍ ଆବେଦନର ଶେଷ ତାରିଖ, ଯାହା…

ଆସନ୍ତା ମେ ୨୯ ରେ ହେବ ଓଟିଇଟି ପରୀକ୍ଷା, ମାର୍ଚ୍ଚ ୨୬ ରୁ ଏପ୍ରିଲ ୯ ପର୍ଯ୍ୟନ୍ତ ଆବେଦନ

କଟକ : ଆସନ୍ତା ମେ ୨୯ ରେ ହେବ ଓଟିଇଟି ପରୀକ୍ଷା । ଓଡିଶା ଟିଚର୍ସ ଇଲିଜିବିଲିଟି ଟେଷ୍ଟ: (ଓଟିଇଟି) । ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ ଏଥିପାଇଁ ଆବେଦନ କରି ପାରିବେ । ମାର୍ଚ୍ଚ ୨୬ ରୁ ଏପ୍ରିଲ ୯ ପର୍ଯ୍ୟନ୍ତ ଏଥିପାଇଁ କରିହେବ ଆବେଦନ । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳନା କରୁଛି ଏହି…

ଆଜି ଓଟିଇଟି ପରୀକ୍ଷା, ପ୍ରଥମ ପେପର ପରୀକ୍ଷା ସକାଳ ୯ଟାରୁ ଆରମ୍ଭ

କଟକ : ଆଜି ସାରା ରାଜ୍ୟରେ ଓଟିଇଟି ପରୀକ୍ଷା । ଏଥିପାଇଁ ଓଟିଇଟି ପ୍ରଶ୍ନପତ୍ର ଓ ଓଏମଆର ସିଟ କଡ଼ା ସୁରକ୍ଷା ବଳୟରେ ସମସ୍ତ ନୋଡାଲ ସେଣ୍ଟରରେ ରହିଛି । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି । ଏଥିରେ ଉଭୟ…

ଆସନ୍ତା ୧୭ରେ ଓଟିଇଟି ପରୀକ୍ଷା, ୨୨ ହଜାର ୯୭୯ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଦେବେ ପରୀକ୍ଷା

କଟକ : ଆସନ୍ତା ୧୭ରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବ ।  ଏଥିପାଇଁ ଓଟିଇଟି ପ୍ରଶ୍ନପତ୍ର ଓ ଓଏମଆର ସିଟ କଡ଼ା ସୁରକ୍ଷା ବଳୟରେ ବୋର୍ଡର କଣ୍ଟ୍ରୋଲ ରୁମରୁ ପଠାଯାଉଛି ।  ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ…

ଆସନ୍ତା ୧୭ ତାରିଖରେ ସାରା ରାଜ୍ୟରେ ହେବ ଓଟିଇଟି ପରୀକ୍ଷା, ୪୫ କେନ୍ଦ୍ରରେ ହେବ ପରୀକ୍ଷା

କଟକ : ଆସନ୍ତା ୧୭ ତାରିଖରେ ସାରା ରାଜ୍ୟରେ ଆୟୋଜିତ ହେଉଛି ଓଟିଇଟି ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି । ଏଥିରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ ଶିକ୍ଷୟିତ୍ରୀ ଅଛନ୍ତି । ପେପର ୧ ରେ ୪୭…

ବୃଦ୍ଧି ହେଲା BSE ଓଡିଶା OTET 2025 ଫର୍ମ ପୂରଣର ଶେଷ ତାରିଖ, ଯାଞ୍ଚ କରନ୍ତୁ

କଟକ: ମାଧ୍ୟମିକ ଶିକ୍ଷା ବୋର୍ଡ (BSE) ଓଡ଼ିଶା ଆଜି ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) 2025 ପାଇଁ ଫର୍ମ ପୂରଣ କରିବାର ଶେଷ ତାରିଖ ବୃଦ୍ଧି କରିଛି ।  BSE, ଓଡ଼ିଶା ଦ୍ୱାରା ଜାରି ଏକ ପ୍ରେସ୍ ବିଜ୍ଞପ୍ତି ଅନୁଯାୟୀ, OTET ପରୀକ୍ଷା 2025 ପାଇଁ ଫର୍ମ ପୂରଣର ଶେଷ ତାରିଖ ନଭେମ୍ବର…

ପ୍ରକାଶ ପାଇଲା ସ୍ବତନ୍ତ୍ର OTET ପରୀକ୍ଷା ଫଳ, ୬୬.୫% ପରୀକ୍ଷାର୍ଥୀ ପାସ୍

ପ୍ରକାଶ ପାଇଲା ସ୍ବତନ୍ତ୍ର OTET ପରୀକ୍ଷା ଫଳ । ସ୍ବତନ୍ତ୍ର OTET ପରୀକ୍ଷାରେ ୬୬.୫% ପରୀକ୍ଷାର୍ଥୀ ପାସ୍ । ୪୮ ହଜାର ୧୫୩ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ପାସ୍ କରିଛନ୍ତି । ଗତ ସେପ୍ଟେମ୍ବର ୨୭ ତାରିଖରେସ୍ବତନ୍ତ୍ର ଓଟିଇଟି ପରୀକ୍ଷା ହୋଇଥିଲା । ଉଭୟ ପେପର-I ଓ ପେପର-IIରେ ୭୫ ହଜାର ୪୦୩ ଜଣ…

ଡିସେମ୍ବର ୧୭ ରେ ଓଟିଇଟି, ୨୫ ତାରିଖ ପର୍ଯ୍ୟନ୍ତ ହେବ ଫର୍ମ ପୂରଣ

କଟକ: ଡିସେମ୍ବର ୧୭ ରେ ପରବର୍ତ୍ତୀ ଓଟିଇଟି ।  ଓଡିଶା ଟିଚର ଏଲିଜିବିଲିଟି ଟେଷ୍ଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି ।  ଉଭୟ ଇନ ସର୍ଭିସ ଶିକ୍ଷକ ଓ ଆଶାୟୀ ପ୍ରାର୍ଥୀଙ୍କ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତାକାଲି ଠାରୁ ୨୫ ତାରିଖ ପର୍ଯ୍ୟନ୍ତ ଏଥିପାଇଁ ହେବ  ଫର୍ମ ପୂରଣ । …

ଆଜି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା, ରାଜ୍ୟର ୧୯୩ଟି କେନ୍ଦ୍ରରେ ହେବ ପରୀକ୍ଷା

କଟକ : ଆଜି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ରାଜ୍ୟର ୧୯୩ଟି କେନ୍ଦ୍ରରେ ହେବ ପରୀକ୍ଷା । ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ସମସ୍ତ ବ୍ୟବସ୍ଥା ଚୂଡ଼ାନ୍ତ କରିଛି । ରାଜ୍ୟର ୧୯୩ ଟି ପରୀକ୍ଷା କେନ୍ଦ୍ରରେ ୭୫ ହଜାର ୪୦୩ ଶିକ୍ଷକ ଶିକ୍ଷୟିତ୍ରୀ ପରୀକ୍ଷା ଦେବେ । ସାରା ରାଜ୍ୟରେ ଲଘୁଚାପ ଓ ଲଗାଣ…

ଆସନ୍ତାକାଲି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା, ୭୫ ହଜାର ୪୦୩ ଶିକ୍ଷକ ଶିକ୍ଷୟିତ୍ରୀ ଦେବେ ପରୀକ୍ଷା

କଟକ : ଆସନ୍ତାକାଲି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ରାଜ୍ୟର ୧୯୩ ଟି ପରୀକ୍ଷା କେନ୍ଦ୍ରରେ ୭୫ ହଜାର ୪୦୩ ଶିକ୍ଷକ ଶିକ୍ଷୟିତ୍ରୀ ଦେବେ ଏହି ପରୀକ୍ଷା । ଲଘୁଚାପ ଓ ଲଗାଣ ବର୍ଷା ପାଇଁ ପରୀକ୍ଷା କେନ୍ଦ୍ରରେ ୨୪ ଘଣ୍ଟିଆ ପାୱାର ସପ୍ଲାଇ ପାଇଁ ଚିଠି ଲେଖିଲା ବୋର୍ଡ । ସମସ୍ତ ଜିଲ୍ଲା…

ସେପ୍ଟେମ୍ବର ୨୭ରେ ସ୍ୱତନ୍ତ୍ର OTET ପରୀକ୍ଷା, ଦ୍ବନ୍ଦ୍ବରେ ଶିକ୍ଷକ

ଭୁବନେଶ୍ୱର : ଦ୍ବନ୍ଦ୍ବରେ ଶିକ୍ଷକ। ସ୍ଵତନ୍ତ୍ର ଓଟିଇଟି ପରୀକ୍ଷା ଦିନ ଶିକ୍ଷକମାନେ ସ୍କୁଲରେ ରହିବେ ନାଁ ପରୀକ୍ଷା ଦେବାକୁ ଯିବେ । ସେପ୍ଟେମ୍ବର ୨୭ରେ ସ୍ୱତନ୍ତ୍ର OTET ପରୀକ୍ଷା । ପ୍ରଶ୍ନପତ୍ର ଲିକ ଓ ବୋର୍ଡରେ ଅଧିକାରୀ ନଥିବାରୁ ବାରମ୍ବାର ପରୀକ୍ଷା ତାରିଖରେ ପରିବର୍ତ୍ତନ ହୋଇଛି । …

ସେପ୍ଟେମ୍ବର ୨୭ରେ ସ୍ବତନ୍ତ୍ର OTET ପରୀକ୍ଷା, ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା

କଟକ : ଆସନ୍ତା ୨୭ରେ ହେବ ସ୍ବତନ୍ତ୍ର OTET ପରୀକ୍ଷା ।  ଦୁଇ ଦୁଇ ଥର ପରୀକ୍ଷା ସ୍ଥଗିତ ହେବା ଏବେ ସେପ୍ଟେମ୍ବର ୨୭ରେ ପରୀକ୍ଷା ହେବ ।  ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟର ୭୫ ହଜାର ୪୦୩ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଓଟିଇଟି ପରୀକ୍ଷା ଦେବେ । ପୂର୍ବରୁ…