Browsing Tag

OTET Exam paper leak

ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଆଜି ରିମାଣ୍ଡରେ ଆସିବେ ଆଉ ଦୁଇ ଅଭିଯୁକ୍ତ

କଟକ : ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଆଜି କ୍ରାଇମବ୍ରାଞ୍ଚ ରିମାଣ୍ଡରେ ଆସିବେ ଆଉ ଦୁଇ ଅଭିଯୁକ୍ତ ।  ଗିରଫ ଦୁଇ ଅଭିଯୁକ୍ତ ରାମଜୀ ପ୍ରସାଦ ଗୁପ୍ତା ଓ ସନାତନ ବିଷୋୟୀ ଆସିବେ ରିମାଣ୍ଡରେ ।  ଅଧିକ ତଦନ୍ତ ପାଇଁ ଉୟଭଙ୍କୁ ଦୁଇ ଦିନିଆ ରିମାଣ୍ଡ ପାଇଁ ଆବେଦନ କରିଥିଲା…

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: କେସ୍ ଡାଏରୀ ଦାଖଲ ପାଇଁ ସମୟ ନେଲା କ୍ରାଇମ୍‌ବ୍ରାଞ୍ଚ

କଟକ: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ୮ ଜଣଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି କ୍ରାଇମ୍‌ବ୍ରାଞ୍ଚ ।  ଏହି ମାମଲାରେ ଆଜି କେସ୍ ଡାଏରୀ ଦାଖଲ ପାଇଁ ସମୟ ନେଲା କ୍ରାଇମ୍‌ବ୍ରାଞ୍ଚ । କଟକ ଏଡିଜେ କୋର୍ଟଙ୍କ ଶୁଣାଣି ବେଳେ ସମୟ ନେଲା କ୍ରାଇମବ୍ରାଞ୍ଚ । ସମସ୍ତ ଅଭିଯୁକ୍ତଙ୍କ ଜାମିନ ଆବେଦନ…

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ମିଳିଛି ନୂଆ ସୁରାକ, ଭଡ଼ା କାରରେ ରାୟଗଡ଼ା ପର୍ଯ୍ୟନ୍ତ ଯାଇଥିଲା ପ୍ରଶ୍ନପତ୍ର

କଟକ : ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ କ୍ରାଇମବ୍ରାଞ୍ଚକୁ ମିଳିଛି ନୂଆ ସୁରାକ । ଭଡ଼ା କାରରେ ଯାଇଥିଲା ଓଟିଇଟି ପ୍ରଶ୍ନପତ୍ର । ପ୍ରଘଟ ହୋଇଥିବା ପ୍ରଶ୍ନପତ୍ର ଏକ ଭଡ଼ା କାରରେ କଟକରୁ ପ୍ରଥମେ ନୟାଗଡ଼ ଓ ନୟାଗଡ଼ରୁ ରାୟଗଡ଼ା ପର୍ଯ୍ୟନ୍ତ ଯାଇଥିଲା । ବୋର୍ଡର ଡାଟା ଏଣ୍ଟ୍ରି…

ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା, ଦୁଇ ଦିନିଆ ରିମାଣ୍ଡରେ ଅନେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ ହାସଲ କରିଛି…

କଟକ : ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ଦୁଇ ଅଭିଯୁକ୍ତଙ୍କର ଆଜି ସରୁଛି ରିମାଣ୍ଡ ଅବଧି ।  ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣା ଓ ଶିକ୍ଷକ ନେତା ବିଜୟ କୁମାର ମିଶ୍ରଙ୍କୁ କୋର୍ଟରେ ହାଜର କରିବା ପରେ ଚୌଦ୍ଵାର ମଣ୍ଡଳ କାରାଗାର ପଠାଇବ କ୍ରାଇମବ୍ରାଞ୍ଚ ।  ଏହି ଦୁଇ…

ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣା, ଆଜିଠୁ ଦୁଇ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ

 କଟକ : ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ଆଜି ଠାରୁ ଦୁଇ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ ।  ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣା ଓ ଶିକ୍ଷକ ନେତା ବିଜୟ କୁମାର ମିଶ୍ରଙ୍କୁ ଦୁଇ ଦିନିଆ…

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣା, ଦୁଇ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ

କଟକ : ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣା ଓ ଶିକ୍ଷକ ନେତା ବିଜୟ କୁମାର ମିଶ୍ରଙ୍କୁ ଦୁଇ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି…

ନିଲମ୍ବିତ ହେଲେ ମାଧ୍ୟମିକ ଶିକ୍ଷା ପରିଷଦର ଉପ ସଭାପତି  ନିହାର ରଞ୍ଜନ ମହାନ୍ତି

କଟକ :  ନିଲମ୍ବିତ ହେଲେ ମାଧ୍ୟମିକ ଶିକ୍ଷା ପରିଷଦର ଉପ ସଭାପତି  ନିହାର ରଞ୍ଜନ ମହାନ୍ତି ।  ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଭାଇରଲ ଘଟଣାରେ ଗିରଫ ପରେ ନିଲମ୍ବିତ ହୋଇଛନ୍ତି । ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିଲମ୍ବନ ନିର୍ଦ୍ଦେଶ ପ୍ରକାଶ ପାଇଛି । ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ…

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ଗିରଫ ପ୍ରଧାନ ଶିକ୍ଷକ ନିଲମ୍ବିତ

କଳାହାଣ୍ଡି : ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ପ୍ରଧାନ ଶିକ୍ଷକ ନିଲମ୍ବିତ । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ଭେଜିପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରଶାନ୍ତ ଖମାରୀ ସସପେଣ୍ଡ ହୋଇଛନ୍ତି । ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ଶିକ୍ଷା ବିଭାଗ । ପୂର୍ବରୁ…

ସ୍ୱତନ୍ତ୍ର OTET ପ୍ରଶ୍ନପତ୍ର ଲିକ୍ ମାମଲା, ୩ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର : ସ୍ୱତନ୍ତ୍ର OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ରିମାଣ୍ଡରେ ଆସିବେ ଅଭିଯୁକ୍ତ । ପ୍ରମୁଖ ୩ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ବୋର୍ଡ ଉପସଭାପତି ନିହାର ମହାନ୍ତି, ଅଭିଯୁକ୍ତ ବିଜୟ ମିଶ୍ର ଓ ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣା ରିମାଣ୍ଡରେ ଯିବେ ।  ତିନି…

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ଘଟଣା : ନିହାର ମହାନ୍ତିଙ୍କ ଜାମିନୀ ଆବେଦନ ଖାରଜ, ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ

ଭୁବନେଶ୍ୱର : ଜେଏମଏଫସି କୋର୍ଟରେ ହାଜର ହେବା ପରେ ବୋର୍ଡ ଉପ ସଭାପତି ନିହାର ମହାନ୍ତିଙ୍କ ଜାମିନୀ ଆବେଦନ ଖାରଜ ହୋଇଛି । ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି । ବୋର୍ଡ ଉପ ସଭାପତି ନିହାର ମହାନ୍ତିଙ୍କ ବିରୋଧରେ ଲାଗିଛି ସଂଗୀନ ଦଫା । ତାଙ୍କ ବିରୋଧରେ ଲାଗିଛି…

ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ ଘଟଣାରେ ବୋର୍ଡ ଉପସଭାପତି ଗିରଫ, ଗତକାଲି ତାଙ୍କୁ ୩ ଘଣ୍ଟା ଧରି ଜେରା କରିଥଲା…

ଭୁବନେଶ୍ୱର: ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ ଘଟଣାରେ ବୋର୍ଡ ଉପସଭାପତି ଗିରଫ ।  ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତି ଗିରଫ ।  ଦୁଇ ଥର ଜେରା ପରେ ତାଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିବା ସୂଚନା ।  ତାଙ୍କ ଲାପଟପରୁ ଚୋରି ହୋଇଥିଲା ପ୍ରଶ୍ନପତ୍ର। ଗତକାଲି ତାଙ୍କୁ ୩ ଘଣ୍ଟା ଧରି…

ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ ଘଟଣା, ମାଧ୍ୟମିକ ଶିକ୍ଷା ପରିଷଦର ଉପସଭାପତିଙ୍କୁ ୩ ଘଣ୍ଟା ଜେରା

କଟକ : ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ ଘଟଣାରେ ନିହାର ମହାନ୍ତିଙ୍କୁ ୩ ଘଣ୍ଟା ଜେରା । ମାଧ୍ୟମିକ ଶିକ୍ଷା ପରିଷଦର ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କୁ କ୍ରାଇମବ୍ରାଞ୍ଚର ଜେରା । କ୍ରାଇମବ୍ରାଞ୍ଚ ମୁଖ୍ୟାଳୟରେ ହାଜର ହେବା ପରେ ନିହାର ମହାନ୍ତିଙ୍କୁ ୩ ଘଣ୍ଟା ଜେରା କରିଛି…