Below header
Browsing Tag

otv land scam

ଦଳିତ ବର୍ଗଙ୍କ ଜମି ହଡ଼ପ ପ୍ରସଙ୍ଗ: ଆଜି ହାଇକୋର୍ଟରେ ଜାଗି ମଙ୍ଗତ ପଣ୍ଡାଙ୍କ ପକ୍ଷରୁ ଆଗତ ମାମଲାର ହେବ ଶୁଣାଣି

କଟକ: ଦଳିତ ବର୍ଗଙ୍କ ଜମି ହଡ଼ପ ପ୍ରସଙ୍ଗରେ ଆଜି ହାଇକୋର୍ଟରେ ଜାଗି ମଙ୍ଗତ ପଣ୍ଡାଙ୍କ ପକ୍ଷରୁ ଆଗତ ମାମଲାର ହେବ ଶୁଣାଣି । ବାଘମାରୀ ଥାନାର ସାରୁଅ ଓ ଲୋକନାଥପୁର ଗାଁର ଲୋକମାନଙ୍କ ପକ୍ଷରୁ ଆଗତ ମାମଲାର କ୍ୱାସ ପାଇଁ ଏହି ଆବେଦନ କରାଯାଇଛି । ସେହିଭଳି EOWରେ ରୁଜୁ ମକଦ୍ଦମାକୁ ଚାଲେଞ୍ଜ କରି…

ବହୁ ଚର୍ଚ୍ଚିତ ସାରୁଅ ଜମି କେଳେଙ୍କରୀ ମାମଲା, ପୁଣି ଓଟିଭିର ଜଣେ କର୍ମଚାରୀ ଗିରଫ

ଖୋର୍ଦ୍ଧା: ବହୁ ଚର୍ଚ୍ଚିତ ସାରୁଅ ଜମି କେଳେଙ୍କରୀ ମାମଲା । ପୁଣି ଜଣେ ଓଟିଭି କର୍ମଚାରୀ ଗିରଫ । ଗତକାଲି ବିଳମ୍ବିତ ରାତିରେ ଖୋର୍ଦ୍ଧା ସାରୁଅ ସ୍ଥିତ ଓଟିଭି ଷ୍ଟୁଡିଓ କ୍ୟାମ୍ପସରେ ପଶି ସାଇଟ ଇନଚାର୍ଜ ଅନିରୁଦ୍ଧ ପଣ୍ଡାଙ୍କୁ ଜୋର ଜବରଦସ୍ତ ଉଠାଇ ନେଇଛି ପୋଲିସ୍‌ ଖୋର୍ଦ୍ଧା ବାଘାମାରୀ…