ଇନଫୋସିଟି ନାବାଳିକା ଗଣଦୁଷ୍କର୍ମ ଘଟଣାରେ ଜେଲ୍ ଗଲେ ୪ ଅଭିଯୁକ୍ତ, ଆସନ୍ତାକାଲି ହାଇକୋର୍ଟରେ ମାମଲାର ଶୁଣାଣି
ଭୁବନେଶ୍ବର: ଇନଫୋସିଟି ନାବାଳିକା ଗଣଦୁଷ୍କର୍ମ ମାମଲାରେ ଜେଲ ଗଲେ ୪ ଅଭିଯୁକ୍ତ । ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି କୋର୍ଟ । ଗିରଫ ଅଭିଯୁକ୍ତଙ୍କ ଭିତରେ ଅଛନ୍ତି ଓଟିଭିର ଦୁଇ ଜଣ କର୍ମଚାରୀ ଓ ଦୁଇ ଜଣ ସିକ୍ୟୁରିଟି ଗାର୍ଡ ।…