ସରୁନି ମଣ୍ଡି ସମସ୍ୟା, ଶୀତ କାକରରେ ରାତି ସାରା ଧାରଣାରେ ବସିଛନ୍ତି ଚାଷୀ
ଉମରକୋଟ: ସରୁନି ମଣ୍ଡି ସମସ୍ୟା । ପ୍ରବଳ ଥଣ୍ଡାକୁ ଖାତିର ନକରି ହାକ ପାଇଁ ରାଜରାସ୍ତାରେ ଧାରଣା । ଶୀତ କାକରରେ ରାତି ସାରା ଧାରଣାରେ ବସିଛନ୍ତି ଚାଷୀ । ଧାନ ଓ ମକା ଅଭାବୀ ବିକ୍ରିକୁ ନେଇ ନବରଙ୍ଗପୁର ଜିଲ୍ଲାର ୩ଟି ବ୍ଲକ ତଥା ଉମରକୋଟ, ଝରୀଗାଁ ଓ ରାଇଘର ବ୍ଲକରେ ଚକଅଖ ବନ୍ଦ କରି…