ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ
ପୁରୀ(କେନ୍ଯୁଜ୍): ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ। ବଡ଼ଛତା ମଠ ତତ୍ତ୍ୱାବଧାନରେ ଶ୍ରୀମନ୍ଦିରର ପାରମ୍ପରିକ ସେବାୟତ ମାନେ ବେଶ୍ ନିଷ୍ଠାର ସହ ଏହି ବେଶ ନିର୍ମାଣ ଶେଷ କରିଛନ୍ତି। ଆଜି ରାତିରେ ବଡ଼ସିଂହାର ବେଶରେ ମହାପ୍ରଭୁ ପଦ୍ମବେଶରେ ବିଭୂଷିତ ହେବେ।…