କଟକ: ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର। କରୋନାରେ ଆକ୍ରାନ୍ତ ହୋଇ କଟକ ଏସସିବିରେ ଚିକିତ୍ସିତ ହେଉଥିବା ପ୍ରକାଶ ରାଓଙ୍କ ଅବସ୍ଥା ଗୁରୁତର ରହିଥିବା କହିଛନ୍ତି…