Browsing Tag

padmabesh

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ, ସନ୍ଧ୍ୟାଧୂପ ପରେ ମସ୍ତକ ଠାରୁ ପାଦ ପର୍ଯ୍ୟନ୍ତ ପଦ୍ମ ଫୁଲରେ ବିଭୂଷିତ ହେବେ…

ପୁରୀ (କେନ୍ୟୁଜ): ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ପଦ୍ମଫୁଲରେ ସଜ୍ଜିତ ହେବେ ତିନି ଠାକୁର। ଏଥିପାଇଁ ବେଶ ପ୍ରସ୍ତୁତି କାମ ଆଜି ଶେଷ ହୋଇଛି। ପ୍ରତିବର୍ଷ ତ୍ରିବେଣୀ ଅମାବାସ୍ୟା ପରବର୍ତ୍ତୀ ବୁଧବାର କିମ୍ବା ଶନିବାର ଯେଉଁ ଦିନ ପଡିବ ସେହିଦିନ ଏହି ଅନନ୍ୟ ବେଶରେ ସଜ୍ଜିତ ହୁଅନ୍ତି…