Browsing Tag

padmashri maguni kuanr

ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ଅସୁସ୍ଥ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

କେନ୍ଦୁଝର (କେନ୍ୟୁଜ): ଓଡିଶାର ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ପୁଣି ଅସୁସ୍ଥ ହୋଇପଡିଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ତାଙ୍କ ପୁଅ  । ଆଜି ସକାଳେ ହଟାତ…