ମଇ ମାସରେ ଭାରତ ଆସିବେ ପାକିସ୍ତାନ ବୈନେଶିକ ମନ୍ତ୍ରୀ ବିଲାଓ୍ଵଲ ଭୁଟ୍ଟୋ ଜର୍ଦାରୀ
ନୂଆଦିଲ୍ଲୀ : ଆସନ୍ତା ମାସ ୪ ଓ ୫ ତାରିଖରେ ଭାରତ ଆସିବେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ ବିଲାଓ୍ଵଲ ଭୁଟ୍ଟୋ ଜର୍ଦାରୀ । ଗୋଆରେ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଯୋଗଦେବେ । ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ୨୦୧୪ରେ ପ୍ରଧାନମନ୍ତ୍ରୀ…