ପାଲେଷ୍ଟାଇନକୁ ମିଳିଲା ସ୍ବାଧୀନ ରାଷ୍ଟ୍ରର ମାନ୍ୟତା, ଘୋଷଣାପତ୍ର ଜାରି କରିଛନ୍ତି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ
ପାଲେଷ୍ଟାଇନକୁ ମିଳିଲା ସ୍ବାଧୀନ ରାଷ୍ଟ୍ରର ମାନ୍ୟତା । ଅଷ୍ଟେଲିଆ, ବ୍ରିଟେନ୍ ଓ କାନାଡା ମିଳିତ ଭାବେ ପାଲେଷ୍ଟାଇନକୁ ସ୍ବାଧୀନ ରାଷ୍ଟ୍ର ଭାବେ ମାନ୍ୟତା ପ୍ରଦାନ କରିଛନ୍ତି । ଏନେଇ ଏକ ଘୋଷଣାପତ୍ର ଜାରି କରିଛନ୍ତି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିସ୍ ।
ସୂଚନାନୁଯାୟୀ,…