Below header
Browsing Tag

panchak brat

ଏଥର ବାହୁଡାର ଦୁଇ ଦିନ ପରେ ମହାପ୍ରଭୁଙ୍କ ସୁନାବେଶ, ଚଳିତ ବର୍ଷ ୪ ଦିନ ପଡ଼ିବ ପଞ୍ଚକ

ପୁରୀ(କେନ୍ୟୁଜ୍‌) : ଆସନ୍ତା ଜୁନ ୨୨ରେ ମହାପ୍ରଭୁଙ୍କ ସ୍ନାନଯାତ୍ରା । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଜ୍ୱରରେ ପଡ଼ିବେ। ଏହି ଦିନଠାରୁ ଅନବସର ଘରେ ରହିବେ ଚତୁର୍ଦ୍ଧାବିଗ୍ରହ । ମହାପ୍ରଭୁ ସୁସ୍ଥ ହେବା ପରେ ଜୁଲାଇ ୭ରେ ଅନୁଷ୍ଠିତ ହେବ ଶ୍ରୀଗୁଣ୍ଡିଚା ଯାତ୍ରା । ଚଳିତ ବର୍ଷ ରଥଯାତ୍ରା…

ଆଜିଠୁ ପଞ୍ଚକ ବ୍ରତ ଆରମ୍ଭ, ଶ୍ରୀମନ୍ଦିରରେ ଲକ୍ଷ୍ମୀ ନାରାୟଣ ବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ (କେନ୍ୟୁଜ): ଆଜିଠୁ ଆରମ୍ଭ ହୋଇଛି ପବିତ୍ର ପଞ୍ଚକ ବ୍ରତ। ଏହି ୫ ଦିନରେ ମହାପ୍ରଭୁଙ୍କ ଚିତ୍ତାକର୍ଷ ୫ଟି ବେଶ ଦର୍ଶନ କରିବେ ହବିଷ୍ୟାଳି ଓ ଭକ୍ତ। ମହାପ୍ରଭୁଙ୍କ ଅବକାଶ ନୀତି ପରେ ଠାକୁରଙ୍କ ସ୍ୱତନ୍ତ୍ର ବେଶ ଅନୁଷ୍ଠିତ ହେବ । ବଡ଼ଏକାଦଶୀ ତିଥିରେ ଆଜି ଶ୍ରୀମନ୍ଦିରରେ ଲକ୍ଷ୍ମୀ ନାରାୟଣ…