ଧବଳେଶ୍ବରଙ୍କ ପୀଠରେ ଆଜିଠୁ ପଞ୍ଚକ ବ୍ରତ ଆରମ୍ଭ, ପ୍ରଥମ ଦିନରେ ଆଶୁତୋଷ ବେଶରେ ଦର୍ଶନ ଦେଉଛନ୍ତି ବାବା
ଆଠଗଡ଼ : ବାବା ଧବଳେଶ୍ବରଙ୍କ ପୀଠରେ ଆଜିଠୁ ପଞ୍ଚକ ବ୍ରତ ଆରମ୍ଭ ହୋଇଛି । କଟକର ଅନ୍ୟତମ ଶୈବପୀଠ ଧବଳେଶ୍ଵରଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଜମିଛି । ପଞ୍ଚକର ପ୍ରଥମ ଦିନରେ ଆଶୁତୋଷ ବେଶରେ ଦର୍ଶନ ଦେଉଛନ୍ତି ବାବା । ଏଥିସହ ପଞ୍ଚକ ଓ ବଡ଼ଓଷା ପାଇଁ ୩ଟି ସ୍ଥାନରେ ହେବ ପାର୍କିଂ ବ୍ୟବସ୍ଥା ଓ…