ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ୭୩% ଭୋଟିଂ: ରାଜ୍ୟ ନିର୍ବାଚନ କମିଶନ
ଭୁବନେଶ୍ୱର (କେନ୍ୟୁଜ): ଶେଷ ହୋଇଛି ଚତୁର୍ଥ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ଚତୁର୍ଥ ପର୍ଯ୍ୟାୟରେ ୭୩% ମତଦାନ ହୋଇଛି। ବିଭିନ୍ନ ସ୍ଥାନରେ ସୁରୁଖୁରୁରେ ଏବଂ ଶାନ୍ତି ଶୃଙ୍ଖଳାର ସହ ମତଦାନ ଶେଷ ହୋଇଛି। କେବଳ ୪ରୁ ୫ଟି ସ୍ଥାନରେ ଭୋଟ ଗ୍ରହଣ ବାଧାପ୍ରାପ୍ତ ହୋଇଛି । ଜିଲ୍ଲାପାଳମାନଙ୍କଠାରୁ…