Below header
Browsing Tag

panchayats

ଆଜି ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଉ ୫ଟି ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା, ବର୍ଷା ସତ୍ତ୍ୱେ କରୋନା…

ଭଦ୍ରକ : ଭଦ୍ରକ ଜିଲ୍ଲାରେ କ୍ରମାଗତ ଭାବେ କରୋନା ପଜିଟିଭଙ୍କ ସଂଖ୍ୟା ବଢି ଚାଲିଥିବାରୁ ଜିଲ୍ଲାବାସୀଙ୍କ ଚିନ୍ତା ବଢିଛି । ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଆଉ ୫ଟି ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି । ଧାମନଗର ଓ ତିହିଡ଼ି ବ୍ଲକର ୫ଟି ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ ଘୋଷଣା…