Browsing Tag

panchuka brata

କାହିଁକି ପାଳନ କରନ୍ତି ପଞ୍ଚୁକ? କାର୍ତ୍ତିକ ମାସର ଶେଷ ପାଞ୍ଚ ଦିନକୁ ଜାଣନ୍ତୁ କାହିଁକି ପାଳନ୍ତି ଲୋକେ

ପଞ୍ଚକ ବା ପଞ୍ଚୁକ ଓଡ଼ିଶାରେ ପାଳିତ ଏକ ହିନ୍ଦୁ ପର୍ବ । ଗୁରୁବାର ଅର୍ଥାତ୍‌ ଆଜି ଠାରୁ ଆରମ୍ଭ ହୋଇଛି ପଞ୍ଚୁକ ବ୍ରତ । କାର୍ତ୍ତିକ ମାସର ଶେଷ ପାଞ୍ଚ ଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଲ ଏକାଦଶୀଠାରୁ ପୂର୍ଣ୍ଣିମା ପାଳନ କରାଯାଏ । ଏହା ମହା ପଞ୍ଚକ, ବଳ ପଞ୍ଚକ ବା ଭୀଷ୍ମ ପଞ୍ଚକ ଭାବେ ବେଶ…

ପଞ୍ଚୁକ ପାଇଁ ଧବଳେଶ୍ବରଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼, ଶାନ୍ତି ଶୃଙ୍ଖଳାର ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା

ଆଠଗଡ଼ (କେନ୍ୟୁଜ): ପବିତ୍ର ପଞ୍ଚୁକ ପାଇଁ ଚଳଚଞ୍ଚଳ ଆଠଗଡ଼ର ପ୍ରସିଦ୍ଧ ବାବା ଧବଳେଶ୍ବରଙ୍କ ପୀଠ। ବାବାଙ୍କ ଦର୍ଶନ ପାଇଁ ପୀଠରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି । ରାତ୍ର ୪ ଟାରୁ ପହଡ ଖୋଲିବା ପରେ ୧୦୮ କଳସ ଜଳରେ ବାବାଙ୍କୁ ସ୍ନାନ କରାଯାଇଥିଲା । ପୂଜାର୍ଚ୍ଚନା ସହ ମଙ୍ଗଳ ଆଳତୀ…

ଆସୁଛି ପଞ୍ଚୁକ : ଶୃଙ୍ଖଳିତ ଦର୍ଶନ ଲାଗି ବଡ଼ ଦାଣ୍ଡରେ ଉଠା ଦୋକାନ ବନ୍ଦ, ଜିଲ୍ଲାପାଳଙ୍କ ସୂଚନା

ପୁରୀ (କେନ୍ୟୁଜ): ସମ୍ପ୍ରତି ପବିତ୍ର କାର୍ତ୍ତିକ ମାସ ଚାଲିଥିବାରୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼ ହେଉଛି। ଶ୍ରୀମନ୍ଦିର ଏବଂ ବଡ଼ଦାଣ୍ଡରେ ଭକ୍ତ ଓ ହବିଷିଆଙ୍କ ଗହଳି ଅଧିକ ରହୁଛି। ଭକ୍ତମାନେ ଘଣ୍ଟ ଘଣ୍ଟା ଧରି ବ୍ୟାରିକେଡରେ ଠିଆହୋଇ ରହୁଛନ୍ତି। ଶ୍ରୀମନ୍ଦିର…

ଆଜି ପଞ୍ଚୁକର ଦ୍ବିତୀୟ ଦିନ: ଶ୍ରୀମନ୍ଦିରରେ ବାଙ୍କଚୁଡ଼ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ(କେନ୍ୟୁଜ୍): ଆଜି କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ଦ୍ଵାଦଶୀ ତିଥି ତଥା ପଞ୍ଚୁକର ଦ୍ବିତୀୟ ଦିନ। ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁ ଅତ୍ୟନ୍ତ ଚିତାକର୍ଷକ ବାଙ୍କଚୁଡ଼ ବେଶ ଅନୁଷ୍ଠିତ ହୋଇଛି । ଯେତେବେଳେ ଅକ୍ରୁର ଗୋପପୁରକୁ ଯାଇଥିଲେ ଶ୍ରୀକୃଷ୍ଣ ଓ ବଳରାମଙ୍କୁ ମଥୁରାକୁ…

ଆଜିଠୁ ଶ୍ରୀମନ୍ଦିରରେ ପଞ୍ଚୁକ ନୀତି ଆରମ୍ଭ, ପାଞ୍ଚ ଦିନ ଧରି ଭିନ୍ନ ଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ

ପୁରୀ(କେନ୍ୟୁଜ୍): ଆଜିଠୁ ଶ୍ରୀମନ୍ଦିରରେ ପଞ୍ଚୁକ ନୀତି ଆରମ୍ଭ। ପାଞ୍ଚ ଦିନ ଧରି ଭିନ୍ନ ଭିନ୍ନ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ। ପ୍ରଥମ ଦିନ ହରି ଉତ୍ଥାପନ ଏକାଦଶୀରେ ମହାପ୍ରଭୁ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଉଛନ୍ତି। ଶ୍ରଦ୍ଧାଳୁମାନେ ମର୍ଚ୍ଚିକୋଟ ଛକ ଠାରୁ ଅସ୍ଥାୟୀ…

ଆଜି ରାତି ୧୧ଟା ଯାଏ ଖୋଲା ଶ୍ରୀମନ୍ଦିର, ଲଷ୍ମୀନୃସିଂହ ବେଶରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ଭକ୍ତ

ପୁରୀ(କେନ୍ଯୁଜ୍): ଆଜି ରାତି ୧୧ଟା ଯାଏ ଖୋଲା ରହିବ ଶ୍ରୀମନ୍ଦିର । ପବିତ୍ର ପଞ୍ଚକ ପାଇଁ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ପଞ୍ଚକରେ ବିଭିନ୍ନ ବେଶ ଧାରଣ କରୁଛନ୍ତ ମହାପ୍ରଭୁ ।  ଶ୍ରୀଜିଉଙ୍କ ବେଶ ଦେଖିବାକୁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଜମୁଛି। ଏହାକୁ…

ଆଜି ପବିତ୍ର କାର୍ତ୍ତିକ ଶୁକ୍ଲ ଏକାଦଶୀ: ପଞ୍ଚୁକର ଦ୍ୱିତୀୟ ଦିନ, ବାଙ୍କଚୁଡ଼ା ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ

ପୁରୀ(କେନ୍ଯୁଜ୍): ଆଜି ପବିତ୍ର କାର୍ତ୍ତିକ ଶୁକ୍ଲ ଏକାଦଶୀ। ପଞ୍ଚୁକର ଦ୍ୱିତୀୟ ଦିନ। ଏହି ପାଞ୍ଚ ଦିନ ମହାପ୍ରଭୁ ଗୋଟିଏ ଗୋଟିଏ ବେଶରେ ଦର୍ଶନ ଦେଉଥିବାବେଳେ ଆଜି ମହାପ୍ରଭୁ ବାଙ୍କଚୁଡ଼ା ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ଅବକାଶ ନୀତି ପରେ ସେବାୟତମାନେ ମହାପ୍ରଭୁଙ୍କୁ ଏହି ବେଶରେ ଭୂଷିତ…

ଆଜିଠୁ କାର୍ତ୍ତିକ ମାସର ପଞ୍ଚକ ବ୍ରତ ଆରମ୍ଭ: ଶ୍ରୀକ୍ଷେତ୍ରରେ ଦର୍ଶନ ବନ୍ଦ, ଧବଳେଶ୍ୱରଙ୍କ ପୀଠରେ ୧୪୪ ଧାରା ଜାରି

ପୁରୀ/ଆଠଗଡ(କେନ୍ଯୁଜ୍): ଆଜିଠାରୁ କାର୍ତ୍ତିକ ମାସର ପଞ୍ଚକବ୍ରତ ଆରମ୍ଭ ହୋଇଛି | ଏହି ପାଞ୍ଚ ଦିନରେ ମହାପ୍ରଭୁଙ୍କୁ ଭିନ୍ନ ଭିନ୍ନ ବେଶରେ ସଜିତ କରାଯାଇଥାଏ | ଆଜି ପଞ୍ଚକ ବ୍ରତର ପ୍ରଥମ ଦିନ ବଡଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଠିଆକିଆ ବେଶ ବା ଲଷ୍ମୀନାରାୟଣ ବେଶରେ ସଜ୍ଜିତ କରାଯାଇଛି |…

ଆଜି ପବିତ୍ର ପଞ୍ଚୁକର ଦ୍ୱିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ହୋଇଛନ୍ତି ମହାପ୍ରଭୁ

ପୁରୀ: ଆଜି ପବିତ୍ର କାର୍ତ୍ତିକ ଶୁକ୍ଳ ଦ୍ୱାଦଶୀ । ପଞ୍ଚୁକର ଦ୍ୱିତୀୟ ଦିନ । ଆଜି ମହାପ୍ରଭୁ ବିଭୂଷିତ ହୋଇଛନ୍ତି ବାଙ୍କଚୁଡା ବେଶରେ । ଏହି ବେଶରେ ଠାକୁର ବିବିଧ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହେବା ସହ ଚୁଡା ମଧ୍ୟ ଧାରଣ କରିଥାନ୍ତି । ମସ୍ତକରେ ଏହି ଚୁଡା ବା ଚୁଳ ଦକ୍ଷିଣ ଦିଗକୁ ଢଳି…

ଆଜି ଠାରୁ ପଞ୍ଚକ ବ୍ରତ, ଶ୍ରୀମନ୍ଦିରରେ ୫ଟି ସ୍ୱତନ୍ତ୍ର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ

ପୁରୀ:ଆଜି ଠାରୁ ପଞ୍ଚକ ବ୍ରତ । କାର୍ତ୍ତିକ ମାସର ଶେଷ ପାଞ୍ଚ ଦିନ ସବୁଠୁ ପବିତ୍ର । ଏଥିପାଇଁ ୫ ଦିନ ବ୍ରତଧାରୀ ଏବଂ ଅନ୍ୟମାନେ ନିଷ୍ଠାର ସହ ପଞ୍ଚୁକ ବ୍ରତ ପାଳନ କରିବେ । ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ସହ ମହାପ୍ରଭୁ ୫ଟି ସ୍ୱତନ୍ତ୍ର ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ଏକାଦଶୀ ତିଥିରେ…

ଧର୍ମ ମାସ କାର୍ତ୍ତିକର ଶେଷ ପାଞ୍ଚ ଦିନ, ଜାଣନ୍ତୁ ପଞ୍ଚୁକ ମାହାତ୍ମ୍ୟ

କାର୍ତ୍ତିକ ମାସର ଶେଷ ପାଞ୍ଚ ଦିନ (କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ) କୁ ପବିତ୍ର ପଞ୍ଚୁକ ଭାବେ ପାଳନ କରାଯାଏ । ଏହା ମହା ପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ଏବଂ ବିଷ୍ଣୁ ପଞ୍ଚକ ଭାବେ ମଧ୍ୟ ଜଣାଶୁଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟକରିପାରନ୍ତି…