କାହିଁକି ପାଳନ କରନ୍ତି ପଞ୍ଚୁକ? କାର୍ତ୍ତିକ ମାସର ଶେଷ ପାଞ୍ଚ ଦିନକୁ ଜାଣନ୍ତୁ କାହିଁକି ପାଳନ୍ତି ଲୋକେ
ପଞ୍ଚକ ବା ପଞ୍ଚୁକ ଓଡ଼ିଶାରେ ପାଳିତ ଏକ ହିନ୍ଦୁ ପର୍ବ । ଗୁରୁବାର ଅର୍ଥାତ୍ ଆଜି ଠାରୁ ଆରମ୍ଭ ହୋଇଛି ପଞ୍ଚୁକ ବ୍ରତ । କାର୍ତ୍ତିକ ମାସର ଶେଷ ପାଞ୍ଚ ଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଲ ଏକାଦଶୀଠାରୁ ପୂର୍ଣ୍ଣିମା ପାଳନ କରାଯାଏ । ଏହା ମହା ପଞ୍ଚକ, ବଳ ପଞ୍ଚକ ବା ଭୀଷ୍ମ ପଞ୍ଚକ ଭାବେ ବେଶ…