ପାରାଦୀପ(କେ ନ୍ୟୁଜ): ତୈଳ ଟର୍ମିନାଲ୍ ଡିପୋରେ ଅଗ୍ନିକାଣ୍ଡ । ପାରାଦୀପ ବାଉରିଆପାଳନ୍ଦା ବସ୍ତି ନିକଟରେ ଥିବା ଆଇଓସିଏଲ ଟର୍ମିନାଲ୍ ଡିପୋରେ ନିଆଁ ଲାଗିଛି। ଖବର ପାଇ ଅଗ୍ନିଶମ…