Browsing Tag

parikrama projects

ପୁରୀରେ ଶ୍ରୀଜିଉଙ୍କ ଦର୍ଶନ କଲେ 5T ସଚିବ, ପରିକ୍ରମା ପ୍ରକଳ୍ପ ଅଗ୍ରଗତି ସମ୍ପର୍କରେ କଲେ ଅନୁଧ୍ୟାନ

ପୁରୀ (କେନ୍ୟୁଜ): ପୁରୀରେ ଫାଇଭ୍‌ ଟି ସଚିବ ଭି. କେ. ପାଣ୍ଡିଆନ୍‌ । ଆଜି ସକାଳୁ ସକାଳୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ଶ୍ରୀମନ୍ଦିର ଐତିହ୍ୟ ପରିକ୍ରମା ପ୍ରକଳ୍ପ ଅଗ୍ରଗତିର ସରଜମିନ୍‌ ଅନୁଧ୍ୟାନ କରିଛନ୍ତି । ପ୍ରକଳ୍ପ କାର୍ଯ୍ୟ କେତେ ସରିଛି, ଆଉ କେତେ ବାକି ଅଛି ବୁଲି…

ମୌସୁମୀ ଓ ରଥଯାତ୍ରା ଆସୁଥିବାରୁ ଶ୍ରୀମନ୍ଦିର ପରିକ୍ରମା କାର୍ଯ୍ୟରେ ସହଯୋଗ କରନ୍ତୁ: ଲେନିନ ମହାନ୍ତି

ଭୁବନେଶ୍ୱର (କେନ୍ୟୁଜ): ମୌସୁମୀ ଓ ରଥଯାତ୍ରା ଆସୁଥିବାରୁ ଶ୍ରୀମନ୍ଦିର ପରିକ୍ରମା କାର୍ଯ୍ୟରେ ସହଯୋଗ କରିବା ପାଇଁ ବିଜେଡି ଆହ୍ଵାନ କରିଛି। ପ୍ରକଳ୍ପଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ୱାରା ପ୍ରସ୍ତୁତ ଓ ଅନୁମୋଦିତ । ଲୋକଙ୍କ ମତାମତ ପାଇଁ ପବ୍ଲିକ ଡୋମେନରେ ପ୍ରକଳ୍ପଟି ରଖାଯାଇଥିଲା।…

ପୁରୀ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଗଜପତି, କହିଲେ ବିକାଶ କାର୍ଯ୍ୟରେ କେହି ବାଧା ସୃଷ୍ଟି କରିବା ଉଚିତ୍‌ ନୁହେଁ ।

ପୁରୀ(କେନ୍ୟୁଜ୍):  ପୁରୀ  ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ଜାରି ରହିବା ଆବଶ୍ୟକ । ବିକାଶ କାର୍ଯ୍ୟରେ କେହି ବାଧା ସୃଷ୍ଟି କରିବା ଉଚିତ୍‌ ନୁହେଁ । ଏକଥା କହିଛନ୍ତି ପୁରୀ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ । ଆଜି ପୁରୀ ଶଙ୍କରାଚାର୍ଯ୍ୟଙ୍କୁ ଭେଟି ଆଲୋଚନା କରିଥିଲେ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣରେ ବାଧା ସୃଷ୍ଟି କରନାହିଁ, ଅନୁରୋଧ କଲେ ସେବାୟତ ଓ ଜାଗା ଦେଇଥିବା ବ୍ୟକ୍ତି

ପୁରୀ(କେନ୍ୟୁଜ୍):  ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣରେ ବାଧା ସୃଷ୍ଟି ନକରିବା ପାଇଁ ଅନୁରୋଧ କରିଛନ୍ତି ସେବାୟତ ଓ ଜାଗା ଦେଇଥିବା ବ୍ୟକ୍ତି । ନିର୍ମାଣ ପାଇଁ ନ୍ୟାସନାଲ ମନୁମେଣ୍ଟ ଅଥରିଟିର NOC ରହିଛି । ଏଏସଆଇ ପ୍ରତିନିଧି ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ ରହି ନିର୍ମାଣ…