ପ୍ୟାରିସରେ ମୋଦି, ରାଷ୍ଟ୍ରପତି ମାକ୍ରନଙ୍କ ସହ ଏଆଇ ଶିଖର ସମ୍ମିଳନୀରେ ଯୋଗଦେବେ
ପ୍ୟାରିସରେ ମୋଦି । ଏବେ ୪ ଦିନିଆ ଫ୍ରାନ୍ସ ଓ ଆମେରିକା ଗସ୍ତରେ ଅଛନ୍ତି । ଗତକାଲି ପ୍ରଧାନମନ୍ତ୍ରୀ ଫ୍ରାନ୍ସର ରାଜଧାନୀ ପ୍ୟାରିସରେ ପହଞ୍ଚିଛନ୍ତି । ତାଙ୍କୁ ସେଠାକାର ଓର୍ଲି ବିମାନବନ୍ଦରରେ ଜୋରଦାର ସ୍ବାଗତ କରିଛନ୍ତି ପ୍ରବାସୀ ଭାରତୀୟ । ପ୍ରଧାନମନ୍ତ୍ରୀ ସେମାନଙ୍କ ନିକଟକୁ ଯାଇ ହାତ…