ଆଜି କେନ୍ଦ୍ର ବଜେଟ: ଦିନ ୧୧ଟାରେ ଉପସ୍ଥାପନା କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
ଆଜି କେନ୍ଦ୍ର ବଜେଟ । ଉପସ୍ଥାପିତ ହେବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ । ଦିନ ୧୧ଟା ବେଳେ ସଂସଦରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିବେ। ଅଷ୍ଟମ ଥର ପାଇଁ ଦେଶର ଆୟ ଓ…