ମହାନଦୀରେ ଓଲଟିଲା ଯାତ୍ରୀବାହୀ ଡଙ୍ଗା , ଅଳ୍ପକେ ବର୍ତ୍ତିଲେ ୫୦ରୁ ଊର୍ଦ୍ଧ୍ବ ଯାତ୍ରୀ
ପାରାଦୀପ : ମହାନଦୀରେ ଓଲଟିଲା ଯାତ୍ରୀବାହୀ ଡଙ୍ଗା । ଅଳ୍ପକେ ବର୍ତ୍ତିଲେ ୫୦ରୁ ଊର୍ଦ୍ଧ୍ବ ଯାତ୍ରୀ । ପାରାଦୀପ ମୂଷାଡିଆ ଘାଟର ଅଳ୍ପ ଦୂରରେ ଭାରସାମ୍ୟ ହରାଇ ଡଙ୍ଗାଟି ବୁଡିଯାଇଥିଲା । ସମସ୍ତ ଯାତ୍ରୀ ସୁରକ୍ଷିତ ଉଦ୍ଧାର ହୋଇଛନ୍ତି । ଗୋଟିଏ ବାଇକ୍ ବୁଡ଼ି ଯାଇଥିବା ବେଳେ ତାକୁ ମଧ୍ୟ…