ପୀତାପଲ୍ଲୀଠାରେ ଓଲଟିଲା ଯାତ୍ରୀବାହୀ ବସ୍, ୧୦ ଯାତ୍ରୀ ଆହତ
ଖୋର୍ଦ୍ଧା: ଖୋର୍ଦ୍ଧା ଜାତୀୟ ରାଜପଥ ପୀତାପଲ୍ଲୀଠାରେ ଓଲଟିଲା ଯାତ୍ରୀବାହୀ ବସ୍ । ଭୁବନେଶ୍ବରରୁ ଆସ୍କା ଯାଉଥିବା ବେଳେ ଦୁର୍ଘଟଣା । ଦୁର୍ଘଟଣାରେ ପାଖାପାଖି ୧୦ ଯାତ୍ରୀ ଆହତ ସୂଚନା ରହିଛି । ଆହତମାନଙ୍କୁ ଚିକିତ୍ସା ପାଇଁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଛି । ବସରେ ପାଖାପାଖି ୫୦…