ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ମାତୃ ବିୟୋଗ, ୮୯ ବର୍ଷରେ ପରଲୋକ
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ମାତୃ ବିୟୋଗ । ୮୯ ବର୍ଷ ବୟସରେ ଆଖିବୁଜିଲେ ପ୍ରଭାତୀ ପରିଡ଼ାଙ୍କ ମାଆ ଲୋଭାବତୀ ପରିଡ଼ାଙ୍କ ପରଲୋକ । ପୁରୀ ଜିଲ୍ଲା ନୂଆହାଟ ନିଭରଣରେ ଗାଁରେ ଲୋଭାବତୀ ପରିଡ଼ାଙ୍କ ଦେହାନ୍ତ ହୋଇଛି । ପୁରା ଗାଁରେ ଖେଳିଯାଇଛି ଶୋକର ଛାୟା । ସେ ସ୍ବର୍ଗତ…