ଭୁଲ୍ ଇଞ୍ଜେକସନ ଯୋଗୁ ଚାଲିଗଲା ରୋଗୀର ଜୀବନ, ଡାକ୍ତରଖାନାରେ ଉତ୍ତେଜନା
ଜଳେଶ୍ୱର (କେନ୍ୟୁଜ): ବାଲେଶ୍ବର ଜିଲ୍ଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ହାତିଗଡ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟ ଅବସ୍ଥାର ବିକଳ ଚିତ୍ର ସାମ୍ନାକୁ ଆସିଛି। ଭୁଲ୍ ଇଞ୍ଜେକସନ ଦେବା ଯୋଗୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ଡାକ୍ତରଖାନାରେ ଉତ୍ତେଜନା ପ୍ରକାଶ ପାଇଛି।…