ସମ୍ବଲପୁରରେ ବସିଲା ଶାନ୍ତି କମିଟି ବୈଠକ, ହିଂସା ସୃଷ୍ଟିକାରୀ ଭିଡିଓ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ସମ୍ବଲପୁର (କେନ୍ୟୁଜ): ଧିରେ ଧିରେ ସ୍ୱାଭାବିକ ହେବାରେ ଲାଗିଛି ସମ୍ବଲପୁର ସହର । ଗତ ୧୨ ଓ ୧୪ ତାରିଖରେ ହୋଇଥିବା ଅଘଟଣ ଯୋଗୁଁ ଏବେ ସାରା ସହର ଏକ ପ୍ରକାର ଅଶାନ୍ତ ହୋଇପଡ଼ିଥିଲା । ପ୍ରଶାସନର ଅକ୍ଲାନ୍ତ ଉଦ୍ୟମ ସତ୍ତ୍ୱେ ଶାନ୍ତି ଧିରେ ଧିରେ ଫେରିଛି। ସମ୍ପୂର୍ଣ ଶାନ୍ତି ଫେରାଇ ଆଣିବା…