କେନିଆରେ ବଡ଼ ଧରଣର ଭୂସ୍ଖଳନ : ୨୧ ମୃତ, ୩୦ ନିଖୋଜ
ନୌରୋବୀ : କେନିଆର ପଶ୍ଚିମ ରିଫ୍ଟ ଭ୍ୟାଲିରେ ବଡ଼ ଧରଣର ଭୂସ୍ଖଳନ ହୋଇଛି । ଯାହା ବ୍ୟାପକ କ୍ଷୟକ୍ଷତି ଘଟାଇଛି । ଯାହା ଫଳରେ ଏଥିରେ ପ୍ରାୟ ୨୧ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ୩୦ ଜଣ ନିଖୋଜ ରହିଛନ୍ତି । ଏଥିସହ ୧୦୦୦ରୁ ଅଧିକ ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଛି । ଏପରି ଘଟଣା ପରେ ସ୍ଥାନୀୟ…