ପେରୁରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ, ଜରୁରୀକାଳୀନ ପରିସ୍ଥିତି ଘୋଷଣା କଲେ ରାଷ୍ଟ୍ରପତି
ପେରୁରେ ସ୍ଥିତି ବେଶ୍ ଉତ୍ତେଜନାପୂର୍ଣ୍ଣ ରହିଛି । ରାଜଧାନୀ ଲିମାରେ ଉପୁଜିଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତି ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଛନ୍ତି । ପରିସ୍ଥିତିକୁ ସ୍ଥିର ରଖିବା ପାଇଁ ଏପରି ଘୋଷଣା କରିଛନ୍ତି ରାଷ୍ଟ୍ରପତି । ଲୋକପ୍ରିୟ ଗାୟକଙ୍କ ହତ୍ୟା ପରେ ଏଠାରେ…