ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଅଳ୍ପ ବୃଦ୍ଧିପାଇଛି, ନଜର ପକାନ୍ତୁ ଆଜି କେତେ ରହିଛି
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧. ୩୯ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨ . ୬୯ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି ।
ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭…