ଭୁବନେଶ୍ୱରରେ କମିଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ଆଜି କେତେ ଅଛି ଦାମ୍
ଆଜି ଭାରତର ଅନେକ ସହରରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୦୪ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୬୧ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର…