ପେଟ୍ରୋଲ ଓ ଡିଜେଲ ଦରରେ ସାମାନ୍ୟ ପରିବର୍ତ୍ତନ,ଜାଣନ୍ତୁ ମୂଲ୍ୟ
ଭୁବନେଶ୍ୱର: ଗାଡ଼ିରେ ପେଟ୍ରୋଲ କିମ୍ବା ଡିଜେଲ ପକାଇବା ପୂର୍ବରୁ ଜାଣି ନିଅନ୍ତୁ ଦର । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୧୯ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୭୭ ପଇସା ରହିଛି ।
ସେହିପରି ଦିଲ୍ଲୀରେ…