ଉପରମୁହାଁ ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ପୁଣି ଆଜି କେତେ ବଢ଼ିଲା
ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା କାଲି ତୁଳନାରେ ୧୧ ପଇସା ବଢ଼ି ୧୦୨ ଟଙ୍କା ୦୪ ପଇସା ହୋଇଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୦ ପଇସା ବଢ଼ି ୯୬ ଟଙ୍କା ୬୧ ପଇସା ହୋଇଛି ।
କେମିତି ଜାଣିବେ ଆପଣଙ୍କ ସହରରେ କେତେ ଅଛି ଦାମ୍:
ପେଟ୍ରୋଲ ଏବଂ…