କମିଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ଆଜିର ତାଜା ଅପଡେଟ
କମିଲା ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୩ ଟଙ୍କା ୧୯ ପଇସା ହୋଇଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୬ ପଇସା ହୋଇଛି।
ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି। ଦିଲ୍ଲୀରେ ପେଟ୍ରୋଲ…