ଜଲଦି ଚେକ୍ କରନ୍ତୁ ଆଜିର ପେଟ୍ରୋଲ-ଡିଜେଲ ଦର; ଅନେକ ସ୍ଥାନରେ କମିଲା ମୂଲ୍ୟ
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୬୮ ପଇସା ରହିଛି । ଏପଟେ ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ପରିବର୍ତ୍ତିତ ହୋଇଛି ।
ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୦୩ ପଇସା ଓ ଡିଜେଲ ଦର ୯୨…