ଭୁବନେଶ୍ୱରରେ କମିଲା ପେଟ୍ରୋଲ ଦର, ଜାଣନ୍ତୁ ଆଜିର ଅପଡେଟ୍ ଦାମ୍
ଭୁବନେଶ୍ୱରରେ ପେଟ୍ରୋଲ-ଡିଜେଲ ଦାମ୍ କେତେ ଜାଣି ନିଅନ୍ତୁ । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦. ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୫୦ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର…