ପେଟ୍ରୋଲ ଓ ଡିଜେଲ ଦରର ତାଜା ଅପଡେଟ୍, ଜାଣନ୍ତୁ କେତେ ରହିଛି ଦାମ୍
ତୈଳ କମ୍ପାନୀ ପକ୍ଷରୁ ଆଜିର ପେଟ୍ରୋଲ- ଡିଜେଲ ଦର ଜାରି କରିଦିଆଯାଇଛି। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୨ ଟଙ୍କା୮୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୧ ଟଙ୍କା ୬୨ ପଇସା ରହିଛି।
ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ…