ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ଆସିଲା ପରିବର୍ତ୍ତନ, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ
ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର । ତୈଳ କମ୍ପାନୀଗୁଡିକ ଜାରି କରିଥିବା ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ଆସିଛି । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୬୨ ପଇସା…